- Lucknow Super Giants ବିପକ୍ଷରେ ଜିତିବାକୁ ଯାଉଥିବା ମ୍ୟାଚ୍ ହାରିବା ପରେ Rajasthan Royals ଉପରେ ମ୍ୟାଚ୍ ଫିକ୍ସିଂ ଅଭିଯୋଗ।
- ଏହି ମ୍ୟାଚରେ ରାଜସ୍ଥାନକୁ ବିଜୟ ପାଇଁ ଶେଷ ଓଭରରେ ୯ ରନର ଆବଶ୍ୟକ ଥିଲା । ମାତ୍ର ବୋଲର ଓବେଶ ଖାନଙ୍କ ସୁନ୍ଦର ବୋଲିଂ ଫଳରେ LSG ୨ ରନରେ ମ୍ୟାଚ ଜିତି ନେଇଥିଲା ।
- ଏହି ମ୍ୟାଚରେ ରାଜସ୍ଥାନକୁ ବିଜୟ ପାଇଁ ଶେଷ ଓଭରରେ ୯ ରନର ଆବଶ୍ୟକ ଥିଲା ।
- ମାତ୍ର ବୋଲର ଓବେଶ ଖାନଙ୍କ ସୁନ୍ଦର ବୋଲିଂ ଫଳରେ ଏଲଏସ୍ ୨ ରନରେ ମ୍ୟାଚ ଜିତି ନେଇଥିଲା ।

- ଏହା ଗୋଟିଏ ଘଟଣା ନୁହେଁ, ଅନ୍ୟ ଏକ ମ୍ୟାଚରେ ମଧ୍ୟ ରାଜସ୍ଥାନ ଜିତିବା ମ୍ୟାଚ ହାରି ଯାଇଥିଲା । ଯାହାକୁ ନେଇ ରାଜସ୍ଥାନ କ୍ରିକେଟ ଆସୋସିଏସନର ଏଡ୍-ହକ୍ କମିଟିର ସଂଯୋଜକ ଜୟଦୀପ ବିହାନୀ ସଞ୍ଜୁ ସାମସନଙ୍କ ନେତୃତ୍ୱରେ ଖେଳୁଥିବା ରାଜସ୍ଥାନ ରୟାଲ୍ସ ଟିମ୍ ଉପରେ ମ୍ୟାଚ୍ ଫିକ୍ସିଂର ଅଭିଯୋଗ ଆଣିଛନ୍ତି ।
- ଜୟଦୀପ ବିହାନୀଙ୍କ ଅଭିଯୋଗ ପରେ ଏବେ ଆଇପିଏଲରେ ମ୍ୟାଚ ଫିକ୍ସିଂକୁ ନେଇ ଚାରିଆଡେ ଚର୍ଚ୍ଚା ।
Visited 6 times, 1 visit(s) today